ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକ: ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବରେ ଲାଗିପାରେ ମୋହର

Advertisment

ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଆଜି ବସିବାର କାର୍ଯ୍ୟକ୍ରମ ରହିଛି । ଅପରାହ୍ନ ୫ଟା ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ  କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି...

ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଆଜି ବସିବାର କାର୍ଯ୍ୟକ୍ରମ ରହିଛି । ଅପରାହ୍ନ ୫ଟା ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ  କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି...

3a]a]am

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଆଜି ବସିବାର କାର୍ଯ୍ୟକ୍ରମ ରହିଛି । ଅପରାହ୍ନ ୫ଟା ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ  କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି।

ବୈଠକରେ ୪ଟି ପ୍ରସ୍ତାବରେ ମୋହର ଲାଗିବାର ଆଶା ଥିବା କୁହାଯାଉଛି ।

ସାଧାରଣ ବଣ୍ଟନ ବ୍ୟବସ୍ଥା  ସମ୍ପର୍କିତ ସଂଶୋଧନ ପ୍ରସ୍ତାବ ସହ ଆଇନ ବିଭାଗର ଦୁଇଟି ପ୍ରସ୍ତାବ କ୍ୟାବିନେଟରେ ଉପସ୍ଥାପିତ ହେବ ବୋଲି କୁହାଯାଉଛି। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe