ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୯ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସରେ ୩ ଜଣ ଅଛନ୍ତି। ସଂଗରୋଧ କେନ୍ଦ୍ରରୁ ୨୩ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ଅଛନ୍ତି ୧୬ ଜଣ।
ଅନୁଗୁଳ ଜିଲ୍ଳାରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୨ ଜଣ, ବଲାଙ୍ଗୀରରୁ ଜଣେ, କଟକୁ ୭ ଜଣ, ଖୋର୍ଦ୍ଧାରୁ ୬ ଜଣ, ମୟୂରଭଞ୍ଜରୁ ଜଣେ, ନୂଆପଡ଼ାରୁ ୨ ଜଣ, ସମ୍ବଲପୁରରୁ ୫ ଜଣ, ସୁନ୍ଦରଗଡ଼ରୁ ୧୩ ଜଣ ଓ ଷ୍ଟେଟ୍ପୁଲ୍ରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ୧୩୩୫୫୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୧୩୨୬୩୩୫ ଓ ଏବେ ବି ସକ୍ରିୟ ଅଛନ୍ତି ୩୬୮ ଜଣ।
Covid-19 Report For 25th Oct
New Positive Cases: 39
Of which 0-18 years: 3
In quarantine: 23
Local contacts: 16(Details of local contacts will be shared by concerned District)
1. Angul: 1
2. Bargarh: 2
3. Balangir: 1
4. Cuttack: 7
5. Khurda: 6
6. Mayurbhanj: 1— I & PR Department, Odisha (@IPR_Odisha) October 26, 2022