ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩,୦୮୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୭୭୫ ଜଣ ସଙ୍ଗରୋଧ କେନ୍ଦ୍ରରୁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୩୧୨ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ସର୍ବାଧିକ ୫୮୪ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
Covid-19 Report For 30th June
New Positive Cases: 3087
In quarantine: 1775
Local contacts: 1312(Details of local contacts will be shared by concerned Dist Administration)
District Wise Cases:
1. Angul: 78
2. Balasore: 246
3. Bargarh: 36
4. Bhadrak: 145
5. Balangir: 21— I & PR Department, Odisha (@IPR_Odisha) July 1, 2021
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୭୮ଜଣ, ବାଲେଶ୍ୱରରୁ ୨୪୬ଜଣ, ବରଗଡ଼ରୁ ୪୬ ଜଣ, ଭଦ୍ରକରୁ ୧୪୫ଜଣ, ବଲାଙ୍ଗୀରରୁ ୨୧ ଜଣ, ବୌଦ୍ଧରୁ ୩୫ଜଣ, କଟକରୁ ୪୬୨ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୯୫ଜଣ, ଗଜପତିରୁ ୧୬ ଜଣ, ଗଞ୍ଜାମରୁ ୨୨ ଜଣ, ଜଗତସିଂହପୁରରୁ ୬୦ ଜଣ, ଯାଜପୁରରୁ ୨୦୫ ଜଣ, ଝାରସୁଗୁଡ଼ାରୁ ୫ ଜଣ, କଳାହାଣ୍ଡିରୁ ୧୭ ଜଣ, କନ୍ଧମାଳରୁ ୨୮ ଜଣ, କେନ୍ଦ୍ରାପଡ଼ାରୁ ୭୦ଜଣ, କେଉଁଝରରୁ ୭୨ଜଣ, ଖୋର୍ଦ୍ଧାରୁ ୫୮୪ ଜଣ, କୋରାପୁଟରୁ ୭୭ଜଣ, ମାଲକାନଗିରିରୁ ୮୪ଜଣ, ମୟୁରଭଞ୍ଜରୁ ୧୫୪ଜଣ, ନବରଙ୍ଗପୁରରୁ ୩୫ ଜଣ, ନୟାଗଡ଼ରୁ ୧୧୦ଜଣ, ନୂଆପଡ଼ାରୁ ୬ଜଣ, ପୁରୀରୁ ୧୮୯ଜଣ, ରାୟଗଡ଼ାରୁ ୨୧ଜଣ, ସମ୍ୱଲପୁରରୁ ୩୧ଜଣ, ସୋନପୁରରୁ ୨୪, ସୁନ୍ଦରଗଡ଼ରୁ ୫୯ ଓ ଷ୍ଟେଟ ପୁଲରୁ ୯୭ଜଣକରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯,୧୨,୮୮୭ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୮,୭୭,୫୪୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୩୧, ୨୩୧ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।