ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨,୮୦୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୫୯୭ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୨୦୬ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ସର୍ବାଧିକ ୪୭୫ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
22. Mayurbhanj: 193
23. Nawarangpur: 15
24. Nayagarh: 115
25. Nuapada: 8
26. Puri: 154
27. Rayagada: 54
28. Sambalpur: 32
29. Sonepur: 18
30. Sundargarh: 62
31. State Pool: 91New recoveries: 3358
Cumulative tested: 14125511
Positive: 924699
Recovered: 890778
Active case: 29620— I & PR Department, Odisha (@IPR_Odisha) July 5, 2021
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୯୭ଜଣ, ବାଲେଶ୍ୱରରୁ ୧୫୫ଜଣ, ବରଗଡ଼ରୁ ୧୭ଜଣ, ଭଦ୍ରକରୁ ୧୩୧ଜଣ, ବଲାଙ୍ଗୀରରୁ ୩ ଜଣ, ବୌଦ୍ଧରୁ ୨୧ଜଣ, କଟକରୁ ୪୪୧ଜଣ, ଦେବଗଡ଼ରୁ ୯ଜଣ, ଢେଙ୍କାନାଳରୁ ୬୭ଜଣ, ଗଜପତିରୁ ୧୦ ଜଣ, ଗଞ୍ଜାମରୁ ୨୦ ଜଣ, ଜଗତସିଂହପୁରରୁ ୧୧୭ ଜଣ, ଯାଜପୁରରୁ ୧୫୩ ଜଣ, ଝାରସୁଗୁଡ଼ାରୁ ୭ ଜଣ, କଳାହାଣ୍ଡିରୁ ୧୫ଜଣ, କନ୍ଧମାଳରୁ ୨୦ ଜଣ, କେନ୍ଦ୍ରାପଡ଼ାରୁ ୧୧୯ଜଣ, କେଉଁଝରରୁ ୬୪ଜଣ, ଖୋର୍ଦ୍ଧାରୁ ୪୭୫ ଜଣ, କୋରାପୁଟରୁ ୬୫ଜଣ, ମାଲକାନଗିରିରୁ ୫୫ଜଣ, ମୟୁରଭଞ୍ଜରୁ ୧୯୩ଜଣ, ନବରଙ୍ଗପୁରରୁ ୧୫ ଜଣ, ନୟାଗଡ଼ରୁ ୧୧୫ଜଣ, ନୂଆପଡ଼ାରୁ ୮ଜଣ, ପୁରୀରୁ ୧୫୪ଜଣ, ରାୟଗଡ଼ାରୁ ୫୪ଜଣ, ସମ୍ୱଲପୁରରୁ ୩୨ଜଣ, ସୋନପୁରରୁ ୮, ସୁନ୍ଦରଗଡ଼ରୁ ୬୨ ଓ ଷ୍ଟେଟ ପୁଲରୁ ୯୧ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯,୨୪,୬୯୯ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୮,୯୦,୭୭୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨୯, ୬୨୦ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।