ଭୁବନେଶ୍ବର: ରତ୍ନଭଣ୍ଡାର ଖୋଲାଯିବା ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବଡ଼ ସୂଚନା ଦେଇଛନ୍ତିା ସେ କହିଛନ୍ତି, ଏନେଇ ନିଷ୍ପତ୍ତି ସରିଥିବା ବେଳେ ମୋଡାଲିଟି ପ୍ରସ୍ତୁତ କରାଯିବା ସହ ଦିନେ ଦୁଇ ଦିନ ମଧ୍ୟରେ ତାରିଖ ଘୋଷଣା ହେବ। ଏଥିଲାଗି ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ମଧ୍ୟ ପ୍ରକାଶ କରାଯିବ। ଗଣମାଧ୍ୟମ ଓ ସାମାଜିକ ଗଣମାଧ୍ୟମରେ ରତ୍ନଭଣ୍ଡାର ଖୋଲିବା ନେଇ ଯେଉଁ ତାରିଖ ଚାଲୁଛି ଏହା ଏକ ଗୁଜବ, ଏହି ଗୁଜବକୁ ଲୋକେ ବିଶ୍ବାସ ନ କରନ୍ତୁ ବୋଲି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ନିବେଦନ କରିଛନ୍ତିା
ଦିନେ ଦୁଇ ଦିନ ମଧ୍ୟରେ ରତ୍ନଭଣ୍ଡାର ଖୋଲାଯିବା ତାରିଖ ଘୋଷଣା ହେବ: ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ
/sambad/media/post_attachments/wp-content/uploads/2024/06/Harichandan.jpg)