କଲେଜରେ ଶିଶୁ ଅନନ୍ତଙ୍କ ପ୍ରତିମୂର୍ତ୍ତି ପ୍ରତିଷ୍ଠା

Advertisment
କଲେଜରେ ଶିଶୁ ଅନନ୍ତଙ୍କ ପ୍ରତିମୂର୍ତ୍ତି ପ୍ରତିଷ୍ଠା

ବାଲିପାଟଣା: ଆଜି ସ୍ଥାନୀୟ ଶିଶୁ ଅନନ୍ତ ମହାବିଦ୍ୟାଳୟ ପରିସରରେ ମହାପୁରୁଷ ସିଦ୍ଧସାଧକ ଶିଶୁ ଅନନ୍ତଙ୍କର ପ୍ରତିମୂର୍ତ୍ତି ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଉତ୍କଳ ବିଶ୍ବବିଦ୍ୟାଳୟ କୁଳପତି ପ୍ରଫେସର୍‌ ସବିତା ଆଚାର୍ଯ୍ୟ କାର୍ଯ୍ୟକ୍ରମରେ ଯୋଗଦେଇ ମହାପୁରୁଷ ଶିଶୁ ଅନନ୍ତଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିଥିଲେ। କଲେଜ ଅଧ୍ୟକ୍ଷ ବୈକୁଣ୍ଠ ନାରାୟଣ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅଧ୍ୟାପକ ହେମନ୍ତ କୁମାର ମିଶ୍ର ଅତିଥି ପରିଚୟ ପ୍ରଦାନ କରିଥିଲେ। ଏହି ଅବସରରେ କଲେଜ ପକ୍ଷରୁ ପତ୍ରିକା ‘ପ୍ରିୟଦର୍ଶୀ’ ଉନ୍ମୋଚିତ ହୋଇଥିଲା।

ଏହି ଅବସରରେ ଶିଶୁ ଅନନ୍ତ ସ୍ମୃତି ସଂସଦ ସମ୍ପାଦିକା ତନୟା ଦାସ ଗୋସ୍ବାମୀଙ୍କ ସମେତ ମହାବିଦ୍ୟାଳୟର ଛାତ୍ରଛାତ୍ରୀ, ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ, ପୁରାତନ ଛାତ୍ରଛାତ୍ରୀ, ମୋ କଲେଜ ଅଭିଯାନର ସଦସ୍ୟବୃନ୍ଦ ଓ ପରିଚାଳନା ପରିଷଦର ସଦସ୍ୟମାନେ ଉପସ୍ଥିତ ଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe