ଅକ୍ଟୋବର ୧୧ରେ ହେବ ଛାତ୍ର ସଂସଦ ନିର୍ବାଚନ

0

ଭୁବନେଶ୍ୱର: ଆଗାମୀ ଅକ୍ଟୋବର ୧୧ରେ ଛାତ୍ର ସଂସଦ ନିର୍ବାଚନ ହେବ। ନିର୍ବାଚନ ପାଇଁ ଅକ୍ଟୋବର ୧ରେ ବିଜ୍ଞପ୍ତି ପ୍ରକାଶ ପାଇବାକୁ ଥିବା ବେଳେ ୩ରେ ନାମାଙ୍କନ ଦାଖଲ ଓ ଯାଞ୍ଚ ହେବ। ସେହିଭଳି ଅକ୍ଟୋବର ୪ରେ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବା ପରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର ମଧ୍ୟ ସେହିଦିନ କରାଯାଇ ପାରିବ। ମତଦାନର ଠିକ୍‌ ଗୋଟିଏ ଦିନ ପୂର୍ବରୁ ଅକ୍ଟୋବର ୧୦ରେ ହ୍ଵାଇ ଆଇ ଷ୍ଟାଣ୍ଡ ଫର ସଭା ହେବ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ସମ୍ବାଦ ଓ କନକ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ‘ସମ୍ବାଦ’ ଗ୍ରୁପର ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

ସମ୍ବନ୍ଧିତ ଖବର

Leave A Reply

Your email address will not be published.