Advertisment

ଛାତ୍ରୀଙ୍କ ଝୁଲନ୍ତା ଶବ ଉଦ୍ଧାର ଘଟଣା: ୩ ଜଣଙ୍କ ନାଁରେ ମାମଲା ରୁଜୁ

Advertisment
ଅନାହାରରେ ମାନସିକ ଭିନ୍ନକ୍ଷମ ବ୍ୟକ୍ତିଙ୍କ ମୃତ୍ୟୁ!

Image Courtesy of India Today

ଖଲିଆକାନି: କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ଥାନା ଘୋଟିଆ ଗାଁ ନିକଟ ଜଙ୍ଗଲରୁ ପୁଲିସ୍ ଗତ ମଙ୍ଗଳବାର ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଥିଲା। ପରିବାର ଲୋକ ଦୁଷ୍କର୍ମ ପରେ ଝିଅକୁ ହତ୍ୟା କରାଯାଇଥିବା ଏନେଇ ଥାନାରେ ଅଭିଯୋଗ କରିବା ପରେ ପୁଲିସ୍ ଏକ ମାମଲା ରୁଜୁକରି ତଦନ୍ତ ଜାରି ରଖିଥିଲା।

ଏହି ଘଟଣାରେ ସଂପୃକ୍ତ ଥିବା ସନ୍ଦେହରେ ଚିଚିଆ ଗ୍ରାମର ସୁରଜ ହଂସ, ଦୟା ଗୌଡ଼ ଏବଂ ବିକି ମାଳିଙ୍କୁ ପୁଲିସ୍ ଅଟକ ରଖି  ପଚରାଉଚୁରା କରିଥିଲା। ପୁଲିସ୍ ହାତରେ ଉଚିତ ପ୍ରମାଣ ଲାଗିବା ପରେ ଉକ୍ତ ତିନି ଜଣଙ୍କ ନାମରେ ମାମଲା ରୁଜୁ କରାଯାଇଥିବା ସୂଚନା ମିଳିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe