ଅବଦୁଲ କାଲାମ ଦ୍ବୀପରୁ ଅଗ୍ନି ପ୍ରାଇମ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

Advertisment
ଅବଦୁଲ କାଲାମ ଦ୍ବୀପରୁ ଅଗ୍ନି ପ୍ରାଇମ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ଧାମରା: ଅବଦୁଲ କାଲାମ ଦ୍ବୀପରୁ ଅଗ୍ନି ପ୍ରାଇମ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରାଯାଇଛି। ଭଦ୍ରକ ଜିଲ୍ଲା ଧାମରା ନିକଟସ୍ଥ ଅବଦୁଲ କାଲାମ ଦ୍ବୀପରୁ ଆଜି ସକାଳ ସାଢ଼େ ୯ଟାରେ ଅଗ୍ନି ପ୍ରାଇମି କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରାଯାଇଛି। ଭୁପୃଷ୍ଠରୁ ଭୁପୃଷ୍ଠକୁ ନିକ୍ଷେପ କରାଯାଇପାରୁଥିବା ଏହି କ୍ଷେପଣାସ୍ତ୍ରର ଲକ୍ଷଭେଦି କ୍ଷମତା ହେଉଛି ୧ ହଜାରରୁ ୨ ହଜାରକିମି। ଆଜି ଏହି ପରୀକ୍ଷଣ ସମୟରେ ଡି ଆର ଡି ଓର ବହୁ ପଦାଧିକାରୀ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ, ୨୦୨୧ ମସିହା ଡିସେମ୍ବର ୧୮ ତାରିଖରେ ଏହା ପ୍ରଥମେ ଏପିଜି ଅବଦୁଲ କାଲାମ ଦ୍ବୀପରୁ ସଫଳତାର ସହିତ ପରୀକ୍ଷଣ ହୋଇଥିଲା l

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe