ବିଜେଡିରୁ ନିଲମ୍ବିତ ହେଲେ ମୟୂରଭଞ୍ଜ ଜିଲ୍ଲା ସମ୍ପାଦକ ସୁଜିତ ମହାନ୍ତି

ଭୁବନେଶ୍ବର : ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜୁ ଜନତା ଦଳରୁ ନିଲମ୍ବିତ ହୋଇଛନ୍ତି ମୟୂରଭଞ୍ଜ ଜିଲ୍ଲା ସମ୍ପାଦକ ସୁଜିତ ମହାନ୍ତି। ଆଜି ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ଶ୍ରୀ ମହାନ୍ତିଙ୍କୁ ଦଳରୁ ନିଲମ୍ବନ କରିଛନ୍ତି। ଦଳ ପକ୍ଷରୁ ପ୍ରେସ୍ ଇସ୍ତାହାର ଜରିଆରେ ଏ ନେଇ ଜଣାଇ ଦିଆଯାଇଛି।

ସମ୍ବନ୍ଧିତ ଖବର