ଏପ୍ରିଲ୍ ୨୫ରୁ ଖରା ଛୁଟି ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ବର: ଏପ୍ରିଲ୍ ୨୫ ତାରିଖରୁ ଚଳିତ ବର୍ଷ ସ୍କୁଲଗୁଡ଼ିକ ଲାଗି ଖରା ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର। ତେବେ ୨୨ରୁ ୨୪ ତାରିଖ ଯାଏଁ ସକାଳ ୬ଟା ୩୦ରୁ ୧୦ଟା ୩୦ ପାଠପଢ଼ା ହେବ। ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି।

ସମ୍ବନ୍ଧିତ ଖବର