Suna Besha Timetable Photograph: (sambad.in)
ପୁରୀ: ବଡ଼ ଠାକୁର ଶ୍ରୀବଳଭଦ୍ର, ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ ମା’ ସୁଭଦ୍ରା ରଥ ଉପରେ ସୁନା ଅଳଙ୍କାରରେ ସଜ୍ଜିତ ହୋଇ ସୁନାବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି।
ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ସୁନାବେଶ ଦେଖିବାକୁ ପୁରୀ ବଡ଼ଦାଣ୍ଡରେ ଏକତ୍ରିତ ହୋଇଛନ୍ତି। ସୁନାବେଶ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇଛି।
ଶ୍ରଦ୍ଧାଳୁମାନେ ରାତି ୧୧ଟା ପର୍ଯ୍ୟନ୍ତ ଶ୍ରୀଜିଉଙ୍କ ସୁନାବେଶ ଦେଖିପାରିବେ।
ଅଧିକ ପଢ଼ନ୍ତୁ: ରଥାରୁଢ଼ ହେଲେ ଚତୁର୍ଦ୍ଧାମୂର୍ତ୍ତି
Suna Besha | Rath Yatra 2025
Follow Us