ଭୁବନେଶ୍ବର: ଆଜି ବ୍ୟାଘ୍ର ଦିବସ ଅବସରରେ ରାଜ୍ୟରେ କମୁଥିବା ବାଘ ସଂଖ୍ୟାକୁ ନେଇ ଗୃହରେ ଉଦବେଗ ପ୍ରକାଶ ପାଇଛି । କଂଗ୍ରେସ ବିଧାୟକ ସୁରେଶ କୁମାର ରାଉତରାୟ ଏହି ପ୍ରସଙ୍ଗ ଉଠାଇ କହିଛନ୍ତି ଯେ ରାଜ୍ୟରେ ୨୦୦୬ ମସିହାରେ ୧୧୧ ବାଘ ଥିଲେ। ଆଉ ୨୦୦୮ରେ ଏହି ସଂଖ୍ୟା ୨୮ରେ ପହଞ୍ଚିଛି। ସେହିପରି ନନ୍ଦନକାନନରେ ପଶୁପକ୍ଷୀଙ୍କ ସଂଖ୍ୟା କମିବାରେ ଲାଗିଛି । ତେଣୁ ସରକାର ଏହା ଉପରେ ଗୁରୁତ୍ୱ ଦିଅନ୍ତୁ ବୋଲି ଶୂନ୍ୟକାଳରେ ଦାବି ଉଠାଇଛନ୍ତି ସୁରେଶ କୁମାର ରାଉତରାୟ ।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us