କରୋନା ଆକ୍ରାନ୍ତ ହେଲେ ବରଗଡ଼ର ଲୋକସଭା ସାଂସଦ ସୁରେଶ ପୂଜାରୀ

କରୋନା ଆକ୍ରାନ୍ତ ହେଲେ ବରଗଡ଼ର ଲୋକସଭା ସାଂସଦ ସୁରେଶ ପୂଜାରୀ

Patrika

ବରଗଡ଼: ବରଗଡ଼ର ଲୋକସଭା ସାଂସଦ ସୁରେଶ ପୂଜାରୀ କରୋନା ଆକ୍ରାନ୍ତ ହୋଇଛନ୍ତି | ଏ ନେଇ ସେ ଟୁଇଟ କରି ଜଣାଇଛନ୍ତି | ଟୁଇଟରେ, କୋଭିଡ-୧୯ର ଲକ୍ଷଣ ନ ଥାଇ ମଧ୍ୟ ମୁଁ ଗତକାଲି କରୋନା ପରୀକ୍ଷା ପାଇଁ ମୋର ସ୍ୱାବ ନମୁନା ଦେଇଥିଲି | ଆଜି ମୋର ରିପୋର୍ଟ ପଜିଟିଭ୍ ଆସିଛି ବୋଲି ବରଗଡ଼ ଜିଲ୍ଲାପାଳ ମୋତେ ସୁଚନା କରିଛନ୍ତି | ସମ୍ବଲପୁର ଓ ବରଗଡ଼ ଜିଲ୍ଲାପାଳ ତଥା ଡ଼ାକ୍ତରଙ୍କ ପରାମର୍ଶ କ୍ରମେ ମୁଁ ହୋମ୍ ଆଇସୋଲେସନରେ ଅଛି ଏବଂ ସୁସ୍ଥ ଅଛି ବୋଲି ସେ ଟୁଇଟ କରି ଜଣାଇଛନ୍ତି |

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe