ମଲାଗୁଣୀ ନଦୀକୂଳରେ ଦନ୍ତାହାତୀର ସନ୍ଦେହଜନକ ମୃତ୍ୟୁ

ନିରାକାରପୁର: ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାମେଶ୍ୱର ଛକର ଅନତିଦୂରରେ ଥିବା ମଲାଗୁଣୀ ନଦୀକୂଳରେ ଗୋଟାଏ ଦନ୍ତାହାତୀ ମରି ପଡ଼ିଥିବା କଥା ଶୁକ୍ରବାର ସକାଳେ ସ୍ଥାନୀୟ ଲୋକେ ଦେଖିଛନ୍ତି।

କାଦୁଅ ବୋଳି ହୋଇଥିବା ହାତୀଟି ନଈଧାର ଠାରୁ ଅଳ୍ପଦୂରରେ ଥିବା କାଦୁଅରେ ପଡ଼ିଛି।

ଏ ସଂକ୍ରାନ୍ତରେ ଖବର ପାଇବା ପରେ ବନ ବିଭାଗ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ସମ୍ବାଦ ଓ କନକ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ‘ସମ୍ବାଦ’ ଗ୍ରୁପର ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

ସମ୍ବନ୍ଧିତ ଖବର

Comments are closed.