ବିଧାନସଭାର ଅଧିବେଶନ ପୂର୍ବରୁ କଂଗ୍ରେସ ବିଧାୟକ ଦଳର ବୈଠକ: ତାରା ପ୍ରସାଦ ବାହିନୀପତି ଅନୁପସ୍ଥିତ

Advertisment
ବିଧାନସଭାର ଅଧିବେଶନ ପୂର୍ବରୁ କଂଗ୍ରେସ ବିଧାୟକ ଦଳର ବୈଠକ: ତାରା ପ୍ରସାଦ ବାହିନୀପତି ଅନୁପସ୍ଥିତ

ଭୁବନେଶ୍ବର: ସପ୍ତଦଶ ବିଧାନସଭାର ଅଧିବେଶନ ପୂର୍ବରୁ କଂଗ୍ରେସ ବିଧାୟକ ଦଳର ବୈଠକ ଅନୁଷ୍ଠିତ ହୋଇଛି।  ବିଧାୟକ ରାମଚନ୍ଦ୍ର କାଡ଼ାମଙ୍କ ଅଧ୍ୟକ୍ଷତାରେ ବିଧାନସଭାର ୫୪ ନଂ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ବରିଷ୍ଠ ବିଧାୟକ ତାରା ପ୍ରସାଦ ବାହିନୀପତି ଅନୁପସ୍ଥିତ ଥିବା ସୂଚନା ରହିଛି। ୧୪ ବିଧାୟକଙ୍କ ଭିତରୁ ବରିଷ୍ଠ ବିଧାୟକ ତାରା ପ୍ରସାଦ ବାହିନୀପତି କେଉଁ କାରଣରୁ ଅନୁପସ୍ଥିତ ଅଛନ୍ତି, ତାହଳା ଜଣାଯାଇନାହିଁ।/

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe