ଅଚିହ୍ନା ମହିଳାଙ୍କ ଶବ ଉଦ୍ଧାର

Advertisment
ଥାଲାସେମିଆରେ ଯୁବକ ମୃତ, ବର୍ଷକରେ ଦୁଇ ଭାଇଙ୍କ ଜୀବନ ଗଲା

ThePleasantDream

ବୌଦ୍ଧ: ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥର ରଇଠାଣୀ ନିକଟରେ ଜଣେ ମହିଳାଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର ହୋଇଛି। ବୁଧବାର ମହିଳାଙ୍କ ଶବ ଦେଖି ସ୍ଥାନୀୟ ଲୋକେ ପୁଲିସକୁ ସୂଚନା ଦେଇଥିଲେ। ପୁଲିସ ଆସି ଶବ ଜବତ କରିଛି। ମହିଳାଙ୍କ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ଥିବାରୁ ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ଆଶଙ୍କା କରାଯାଉଛି।

ମହିଳାଙ୍କ ପରିଚୟ ମିଳି ନ ଥିବା ବେଳେ ପୁଲିସ ଶବ ସଂରକ୍ଷିତ ରଖି ତଦନ୍ତ କରୁଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe