ଯୁବକଙ୍କ ଶବ ଉଦ୍ଧାର

Advertisment
ଦୁଇଟି ବାଇକ୍‌କୁ ଧକ୍କା ଦେଲା ପିକ୍ଅପ୍: ପୁତୁରା ମୃତ

iStock

ଟିଟିଲାଗଡ଼: ଟିଟିଲାଗଡ଼ ବ୍ଲକ୍‌ ମନିଗାଁ ଦକା ଡୁଙ୍ଗୁରି ନିକଟ ଏମ୍‌ଆଇ ପ୍ରକଳ୍ପଠାରେ ଏକ ଗଛରୁ ଜଣେ ଅଜଣା ଯୁବକଙ୍କ ଝୁଲନ୍ତା ଶବକୁ ପୁଲିସ ଉଦ୍ଧାର କରିଛି। ଶୁକ୍ରବାର ସନ୍ଧ୍ୟାରେ ଗାଁ ଲୋକଙ୍କଠାରୁ ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ରାତି ଅଧିକ ହୋଇଥିବାରୁ ଶନିବାର ସକାଳେ ସାଇନ୍‌ଟିଫିକ ଟିମ୍ ପହଞ୍ଚିବା ପରେ ପୁଲିସ ଶବ ଉଦ୍ଧାର କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଥିଲା।

ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ଜଣାପଡ଼ିବ ବୋଲି ପୁଲିସ କହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe