ଭୁବନେଶ୍ବର: ଦୀପାବଳି ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
ମା' କାଳୀଙ୍କ ପୂଜା ଓ ଦୀପାବଳିର ପବିତ୍ର ଅବସରରେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ସାବଧାନତା ଓ ସତର୍କତା ବଜାୟ ରଖି ଉତ୍ସବରେ ସାମିଲ ହୁଅନ୍ତୁ। ଆଲୋକର ପର୍ବ ଦୀପାବଳି ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରିଦେଉ। #ଶୁଭଦୀପାବଳିpic.twitter.com/UeMQunUXdE
— Naveen Patnaik (@Naveen_Odisha) November 4, 2021
ସେ ଟୁଇଟ୍ କରି ଲେଖିଛନ୍ତି, ମା' କାଳୀଙ୍କ ପୂଜା ଓ ଦୀପାବଳିର ପବିତ୍ର ଅବସରରେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ସାବଧାନତା ଓ ସତର୍କତା ବଜାୟ ରଖି ଉତ୍ସବରେ ସାମିଲ ହୁଅନ୍ତୁ। ଆଲୋକର ପର୍ବ ଦୀପାବଳି ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରିଦେଉ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/11/CM-Wishes-Diwali_Thumbnail.jpg)