ଦୀପାବଳି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ବର: ଦୀପାବଳି ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ସେ ଟୁଇଟ୍ କରି ଲେଖିଛନ୍ତି,  ମା’ କାଳୀଙ୍କ ପୂଜା ଓ ଦୀପାବଳିର ପବିତ୍ର ଅବସରରେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ସାବଧାନତା ଓ ସତର୍କତା ବଜାୟ ରଖି ଉତ୍ସବରେ ସାମିଲ ହୁଅନ୍ତୁ। ଆଲୋକର ପର୍ବ ଦୀପାବଳି ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରିଦେଉ।

ସମ୍ବନ୍ଧିତ ଖବର