କୋଭିଡ୍‌ ହସ୍ପିଟାଲର ଶିଳାନ୍ୟାସ

Advertisment
କୋଭିଡ୍‌ ହସ୍ପିଟାଲର ଶିଳାନ୍ୟାସ

ଆନନ୍ଦପୁର : ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟ ପରିସରରେ ୫୦ଶଯ୍ୟା ବିଶିଷ୍ଟ ଅତ୍ୟାଧୁନିକ କୋଭିଡ଼ ହସପିଟାଲର ଶିଳାନ୍ୟାସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଡାକ୍ତରଖାନାର ଅଧୀକ୍ଷକ ଡାକ୍ତର ଧନେଶ୍ବର ସେଠୀଙ୍କ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମକୁ ଆନନ୍ଦପୁର ବିଧାୟକ ଭାଗୀରଥି ସେଠୀ ଉଦ୍‌ଘାଟନ କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ପୂର୍ତ୍ତବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ କେଳୁଚରଣ ଦଳେଇ, ସହକାରୀ ଯନ୍ତ୍ରୀ ହୃଷିୀକେଶ ସାହୁ, ସରୋଜ କୁମାର ମହାନ୍ତି, ଓଡ଼ିଶା ମୋ ପରିବାରର ଜିଲ୍ଲା ସଂଯୋଜକ ପ୍ରଦୀପ ସାହୁ, ମନୋରଂଜନ ସାହୁ, ମାନସରଞ୍ଜନ ବାରିକ୍, ଯୁବନେତା ଅଜୟ ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ୫୦ଶଯ୍ୟା ବିଶିଷ୍ଟ ଏହି ହସପିଟାଲ ନିର୍ମାଣ ପାଇଁ ୧୪କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe