ଜଷ୍ଟିସ୍ ରଘୁବୀର ଦାସଙ୍କ ଇସ୍ତଫା ଗ୍ରହଣ କଲେ ରାଜ୍ୟପାଳ

ଭୁବନେଶ୍ବର : ଓଡ଼ିଶା ମାନବାଧିକାର କମିସନର ସଦସ୍ୟ ପଦରୁ ଜଷ୍ଟିସ ରଘୁବୀର ଦାସ ଗତ ଫେବ୍ରୁଆରି ୯ତାରିଖରେ ଇସ୍ତଫା ଦେଇଥିବାବେଳେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କ ଇସ୍ତଫା ଗ୍ରହଣ କରିଛନ୍ତି। ଏନେଇ ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ସମ୍ବନ୍ଧିତ ଖବର