ମହାନଦୀରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା ଟଳିଯାଇଛି: ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ

Advertisment
ମହାନଦୀରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା ଟଳିଯାଇଛି: ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ

vbcfal.in

ଭୁବନେଶ୍ୱର: ମହାନଦୀରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା ଟଳିଯାଇଛି ବୋଲି ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଧୀରେନ ସାମଲ ସୂଚନା ଦେଇଛନ୍ତି। ସେ କହିଛନ୍ତି, ମହାନଦୀ ସିଷ୍ଟମରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା ଟଳିଯାଇଛି।  ଛୋଟ ଧରଣର ବନ୍ୟା ହୋଇଛି। ଏବେ କୌଣସି ବିପଦ ନାହିଁ।  ମୁଣ୍ଡଳୀ ଠାରେ ୬ ଲକ୍ଷ ୬୭ ହଜାର କ୍ୟୁସେକ ଜଳ ଅତିକ୍ରମ କରୁଛି। ଗତ ୩ ରୁ୪  ଘଣ୍ଟା ହେଲା ଏ ସ୍ଥିତି ରହିଛି।

ହୀରାକୁଦ ଜଳ ଭଣ୍ଡାରକୁ ଜଳ ପ୍ରବେଶ କମିଛି। ତେଣୁ ଏବେ ଗୋଟିଏ ପରେ ଗୋଟିଏ ଗେଟ ବନ୍ଦ କରାଯାଉଛି। ବ୍ରାହ୍ମଣୀ,ବୈତରଣୀ ଓ ସୁବର୍ଣ୍ଣରେଖାରେ ବି ଜଳସ୍ତର କମିଛି। ବନ୍ୟା ପରିସ୍ଥିତି ନାହିଁ। ଅବଶ୍ୟ କିଛି ତଳିଆ ଅଞ୍ଚଳରେ ବର୍ଷା ପାଣି ଅଟିକିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe