ଭାଙ୍ଗିଲା ରାଜ୍ୟ ଯୋଜନା ବୋର୍ଡ: ଯୋଜନା ବୋର୍ଡ ଭଙ୍ଗ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

Advertisment
‘ହର ଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

Facebook

ଭୁବନେଶ୍ବର: ରାଜ୍ୟ ଯୋଜନା ବୋର୍ଡ ଭଙ୍ଗ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅନୁମୋଦନ କରିଛନ୍ତି। ଏହାର ଅର୍ଥ ରାଜ୍ୟ ଯୋଜନା ବୋର୍ଡ ଭଙ୍ଗ ହୋଇଛି। ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କର ଏହା ବଡ଼ ପଦକ୍ଷେପ।

ସୂଚନାଯୋଗ୍ୟ, ଦୀର୍ଘ ୨୪ ବର୍ଷ ଧରି ରାଜ୍ୟରେ ବିଜେଡି ସରକାର ରହିଥିଲା। ତେଣୁ ଯୋଜନା ବୋର୍ଡରେ ବିଜେଡି ସମର୍ଥକମାନଙ୍କୁ ବିଭିନ୍ନ ପଦବିରେ ସ୍ଥାନ ମିଳିଥିଲା। ଏସବୁକୁ ଦୃଷ୍ଟିରେ ରଖି ରାଜ୍ୟରେ ବିଜେପି ସରକାର ଏହି ଯୋଜନାବୋର୍ଡକୁ ଭଙ୍ଗ କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe