ଜଳିଗଲା ଟ୍ରକ୍‌, ଅଳ୍ପକେ ବର୍ତ୍ତିଗଲେ ଚାଳକ

Advertisment
ଜଳିଗଲା ଟ୍ରକ୍‌, ଅଳ୍ପକେ ବର୍ତ୍ତିଗଲେ ଚାଳକ

ପାଟଣା: କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ଅନ୍ତର୍ଗତ ବାଉଁଶୁଳି ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥର ଧନୁର୍ଜୟପୁର ନିକଟରେ ଏକ ଟ୍ରକ୍‌ ଜଳିଯାଇଛି। ଟ୍ରକ୍‌ଟି ତୁରୁମୁଙ୍ଗାରୁ କେନ୍ଦୁଝର  ଅଭିମୁଖେ ଯାଉଥିବା ବେଳେ ଗାଡ଼ିର ବ୍ୟାଟେରି ଫାଟିଯିବାରୁ ଅଗ୍ନିକାଣ୍ଡ ଘଟିଥିବା କୁହାଯାଉଛି। ଚାଳକ ଗାଡ଼ିରୁ ଡେଇଁ ପଡ଼ିବାରୁ ବର୍ତ୍ତି ଯାଇଛନ୍ତି। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆ‌ୟତ୍ତ କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe