ମଧ୍ୟାହ୍ନଭୋଜନ ସାମଗ୍ରୀ ଚୋରି

ପାଟଣା: କେନ୍ଦୁଝର ଜିଲ୍ଲା ପାଟଣା ଥାନା ଝାଟିପଡ଼ା ପ୍ରାଥମିକ ବିଦ୍ୟାଳୟରୁ ମଧ୍ୟାହ୍ନଭୋଜନ ସାମଗ୍ରୀ ଚୋରି ହୋଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଗତକାଲି ରାତିରେ କେହି ଦୁର୍ବୃତ୍ତ ବିଦ୍ୟାଳୟ ଷ୍ଟୋରରୁମ ତାଲା ଭାଙ୍ଗି ପିଲାଙ୍କ ମଧ୍ୟାହ୍ନଭୋଜନ ପାଇଁ ଥିବା ରାସନ ସାମଗ୍ରୀ ଏବଂ ରୋଷେଇ ଉପକରଣ ଚୋରି କରିନେଇଛି।

ଏନେଇ ବିଦ୍ୟାଳୟର ପ୍ରଧାନଶିକ୍ଷକ ପ୍ରମୋଦ କୁମାର ମହାନ୍ତ ପାଟଣା ଥାନାରେ ଅଭିଯୋଗ କରିଛନ୍ତି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

ସମ୍ବନ୍ଧିତ ଖବର