ଆନନ୍ଦପୁର: ବାଇକ୍ ଆରୋହୀ ୩ ଜଣ ବ୍ୟକ୍ତିଙ୍କୁ ଦ୍ରୁତଗାମୀ ଟ୍ରକ୍ ଧକ୍କା ଦେଇଛି। ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ମହିଳାଙ୍କ ସମେତ ୩ ଜଣଙ୍କର ମୃତ୍ୟୁ ହୋଇଛି। କେନ୍ଦୁଝର ଜିଲ୍ଲା ଘଷିପୁରା ଥାନା ନିକଟ ୨୦ ନମ୍ବର ଜାତୀୟ ରାଜପଥର ବାରିଗାଁ ନିକଟରେ ଆଜି ଅପରାହ୍ଣରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ମୃତକମାନଙ୍କର ପରିଚୟ ମିଳିପାରି ନାହିଁ।
ବାଇକ୍ ଆରୋହୀଙ୍କୁ ଧକ୍କା ଦେଲା ଦ୍ରୁତଗାମୀ ଟ୍ରକ୍; ଜଣେ ମହିଳା ସମେତ ୩ ମୃତ
Advertisment
Follow Us