ଭୁବନେଶ୍ୱର: ବିଜୁ ଜନତା ଦଳର ମାନ୍ୟବର ଅଧ୍ୟକ୍ଷ ନବୀନ ପଟ୍ଟନାୟକ ଶୁକ୍ରବାର ଦିନ ପ୍ରିୟଦର୍ଶୀ ମିଶ୍ର, ଜନ୍ମେଜୟ ଲେଙ୍କା ଏବଂ ମୀନକେତନ ଅମାନ୍ତଙ୍କୁ ଦଳର ରାଜ୍ୟ ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରିଛନ୍ତି।
ବିଜୟ ନାୟକ ଓ ଜିତୁ ପଟ୍ଟନାୟକଙ୍କୁ ବରଗଡ଼ ଜିଲ୍ଲା ବିଜେପୁର ବିଧାନସଭା ନିର୍ବାଚନ ମଣ୍ଡଳୀର କୋ-ଅବ୍ଜର୍ଭର୍ ଭାବେ ମଧ୍ୟ ନିଯୁକ୍ତି ମିଳିଥିବା କଥା ଦଳ ତରଫରୁ ଗଣମାଧ୍ୟମକୁ ସୂଚନା ଦିଆଯାଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2019/04/bjd-symbol.jpg)