ଆଜିଠାରୁ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା: ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି

Advertisment

ରାଜ୍ୟରେ ବୁଧବାରଠାରୁ ବର୍ଷା ହେବାର ସମ୍ଭାବନା ରହିଛି। ଘଡ଼ଘଡ଼ି ସହ ବର୍ଷା ହେବବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଫେବ୍ରୁଆରି ୧୯ରେ ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି...

ରାଜ୍ୟରେ ବୁଧବାରଠାରୁ ବର୍ଷା ହେବାର ସମ୍ଭାବନା ରହିଛି। ଘଡ଼ଘଡ଼ି ସହ ବର୍ଷା ହେବବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଫେବ୍ରୁଆରି ୧୯ରେ ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି...

Thunderstorm and rain in the state from today

Thunderstorm and rain in the state from today Photograph: (sambad.in)

ଭୁବନେଶ୍ୱର:  ରାଜ୍ୟରେ ବୁଧବାରଠାରୁ ବର୍ଷା ହେବାର ସମ୍ଭାବନା ରହିଛି। ଘଡ଼ଘଡ଼ି ସହ ବର୍ଷା ହେବବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଫେବ୍ରୁଆରି ୧୯ରେ  ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୨୦ ତାରିଖରୁ ଉତ୍ତର ଓଡ଼ିଶାର ବିସ୍ତୃତ ଅଞ୍ଚଳରେ ବର୍ଷା ସମ୍ଭାବନା ଅଛି। 

ଅଧିକ ପଢ଼ନ୍ତୁ: ରାଜ୍ୟ ବଜେଟ୍‌ରେ ଜିଲ୍ଲାକୁ ଅଣଦେଖା: ଶିଳ୍ପ ଓ ପର୍ଯ୍ୟଟନର ବିକାଶକୁ ଭୁଲିଗଲେ ସରକାର

ସେହିପରି  ଭଦ୍ରକ, ଯାଜପୁର ଓ ବାଲେଶ୍ୱରର ଅନେକ ସ୍ଥାନରେ ୧୦ରୁ ୧୫ମିମି ବର୍ଷା ସମ୍ଭାବନା ଅଛି । କେନ୍ଦ୍ରାପଡ଼ା ଓ ଢେଙ୍କାନାଳରେ ୫ରୁ ୧୦ମିମି ବର୍ଷା ହୋଇପାରେ । ୨୨ରେ ଭଦ୍ରକ, ବାଲେଶ୍ୱର ଓ ୨୩ରେ ଭଦ୍ରକରେ ବର୍ଷା ହେବାର ସମ୍ଭାବନା ରହିଛି। କେନ୍ଦ୍ରାପଡ଼ାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । 

ତେବେ ୨୧ ତାରିଖରେ ବର୍ଷାର ପରିମାଣ କମିବ। ଏହା ସହିତ ୨୩ ତାରିଖ ସନ୍ଧ୍ୟା ପରେ ବର୍ଷା ଛାଡ଼ିଯିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । 

ଅଧିକ ପଢ଼ନ୍ତୁ: ୩୦ କି.ମି.ଦୂରରେ ମେଟ୍ରିକ୍‌ ପରୀକ୍ଷା କେନ୍ଦ୍ର: ଚିନ୍ତାରେ ଅଭିଭାବକ ଓ ଛାତ୍ରଛାତ୍ରୀ

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe