୩ ଘଣ୍ଟା ମଧ୍ୟରେ ଏହି ସବୁ ଜିଲ୍ଲାକୁ ରହିଛି କାଳବୈଶାଖୀ ଭୟ; ଜାରି ହେଲା ୟେଲୋଓ୍ଵାର୍ଣ୍ଣିଂ

Advertisment
ଆଜି ୧୫ ଜିଲ୍ଲାରେ କାଳବୈଶାଖୀ

Representational

ଭୁବନେଶ୍ୱର: ଆଗାମୀ ୩ରୁ ୪ ଘଣ୍ଟା ମଧ୍ୟରେ ଅର୍ଥାତ ରାତି ୯ଟା ସୁଦ୍ଧା ରାଜ୍ୟର ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢ଼େଙ୍ଗାନାଳ, କଟକ, ବାଲେଶ୍ୱର, କଟକ ସହର, ନୟାଗଡ଼, ଖୋର୍ଦ୍ଧା, ଭୁବନେଶ୍ୱର ସହର, ଗଞ୍ଜାମ, ଗଜପତି, ନବରଙ୍ଗପୁର, କଳାହାଣ୍ଡି, ଦେବଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ଓ ପବନ ସହ କାଳବୈଶାଖୀର ସମ୍ଭାବନା ରହିଛି। ଏହି ସମୟରେ ହେବାକୁ ଥିବା ଘୂଣତର୍ଣିଝଡ଼ରେ ପବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ପର୍ଯ୍ୟନ୍ତ ରହିପାରେ।

ଏହାକୁ ଦୃଷ୍ଟିରେ ରଖି ଏହି ୨୦ଟି ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିବା ସହ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବା ପାଇଁ ଲୋକଙ୍କୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe