ଦିନ ୧୨: ୩୦ ସୁଦ୍ଧା ରାଜ୍ୟର ୮ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ସୋମବାର ପୂର୍ବାହ୍ନ ୯: ୩୦ରୁ ଅପରାହ୍ଣ ୧୨: ୩୦ ମଧ୍ୟରେ ରାଜ୍ୟର ଆଠଟି ଜିଲ୍ଲାର ଗୋଟିଏ କିଂବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା କଥା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ସୂତ୍ରରୁ ପ୍ରକାଶ।

ବଜ୍ରପାତ ଓ ବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ହେଉଛି- ମାଲକାନଗିରି, କୋରାପୁଟ, ରାୟଗଡ଼ା, ବାଲେଶ୍ୱର, ଭଦ୍ରକ, ପୁରୀ, ଗଞ୍ଜାମ ଏବଂ ଗଜପତି।

ସମ୍ବନ୍ଧିତ ଖବର