ପୂର୍ବାହ୍ନ ୧୧ଟାରୁ ଅପରାହ୍ଣ ୨ଟା ମଧ୍ୟରେ ୧୧ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଶୁକ୍ରବାର ପୂର୍ବାହ୍ନ ୧୧ଟାରୁ ଅପରାହ୍ଣ ୨ଟା ମଧ୍ୟରେ ରାଜ୍ୟର ପାଞ୍ଚଟି ଜିଲ୍ଲାରେ ଘଡ଼ଘଡ଼ି ଓ ବିଜୁଳି ସହ ଅସରାଏ ଦୁଇ ଅସରା ପ୍ରବଳ ବର୍ଷା ବର୍ଷିବାର ସମ୍ଭାବନା ରହିଥିବା କଥା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି।

ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ହେଉଛି ବଲାଙ୍ଗିର, ନୂଆପଡ଼ା, ନବରଙ୍ଗପୁର, ପୁରୀ, ଭୁବନେଶ୍ୱର ସହର ସମେତ ଖୋର୍ଦ୍ଧା, ଗଞ୍ଜାମ, ଗଜପତି, କଟକ, ଜଗତ୍‌ସିଂହପୁର ଓ କେନ୍ଦ୍ରାପଡ଼ା।

ସମ୍ବନ୍ଧିତ ଖବର