ଅପରାହ୍ଣ୨ଟା ସୁଦ୍ଧା ରାଜ୍ୟର ସାତଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବୁଧବାର ପୂର୍ବାହ୍ନ ୧୧ଟାରୁ ଅପରାହ୍ଣ ୨ଟା ମଧ୍ୟରେ ରାଜ୍ୟର ସାତଟି ଜିଲ୍ଲାରେ ମଧ୍ୟମ ଧରଣର ଘଡ଼ଘଡ଼ି ସହ ଅସରାଏ ଦୁଇ ଅସରା ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା କଥା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି।

ବର୍ଷା ଓ ଘଡଘଡ଼ି ହେବାର ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ହେଉଛି: ପୁରୀ, ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡ଼ା, ଖୋର୍ଦ୍ଧା ଓ ନୟାଗଡ଼।

ସମ୍ବନ୍ଧିତ ଖବର