ଭୁବନେଶ୍ବର : ତିତଲି କ୍ଷୟକ୍ଷତି ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ରାତିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଫୋନ୍ରେ କଥା ହୋଇଛନ୍ତି। ତିତଲିର ପ୍ରଭାବରେ କ୍ଷୟକ୍ଷତି ଓ ସରକାରଙ୍କ ପଦକ୍ଷେପ ସମ୍ପର୍କରେ ପ୍ରଧାନମନ୍ତ୍ରୀ ପଚାରି ବୁଝିଥିଲେ। ଆବଶ୍ୟକ ପଡ଼ିଲେ କେନ୍ଦ୍ର ସରକାର ସହଯୋଗ ଯୋଗାଇ ଦେବେ ବୋଲି ପ୍ରଧାନମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ।
ନବୀନଙ୍କ ସହ କଥା ହେଲେ ମୋଦୀ
/sambad/media/post_attachments/wp-content/uploads/2018/10/MODI.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)