ନବୀନଙ୍କ ସହ କଥା ହେଲେ ମୋଦୀ 

Advertisment
ମୋଦୀ ସରକାରଙ୍କୁ ବିରୋଧୀଙ୍କ ଟାର୍ଗେଟ୍‌, ବର୍ମାଙ୍କ ଉପରେ ନଜର ରଖାଯାଉଛି: ସୁର୍ଯେୱାଲା

ଭୁବନେଶ୍ବର : ତିତଲି କ୍ଷୟକ୍ଷତି ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ରାତିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଫୋନ୍‌ରେ କଥା ହୋଇଛନ୍ତି। ତିତଲିର ପ୍ରଭାବରେ କ୍ଷୟକ୍ଷତି ଓ ସରକାରଙ୍କ ପଦକ୍ଷେପ ସମ୍ପର୍କରେ ପ୍ରଧାନମନ୍ତ୍ରୀ ପଚାରି ବୁଝିଥିଲେ। ଆବଶ୍ୟକ ପଡ଼ିଲେ କେନ୍ଦ୍ର ସରକାର ସହଯୋଗ ଯୋଗାଇ ଦେବେ ବୋଲି ପ୍ରଧାନମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe