ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି: ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ୪ ଘଣ୍ଟା ବନ୍ଦ

ପୁରୀ: ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେଉଥିବା ହେତୁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ୪ ଘଣ୍ଟା ବନ୍ଦ ରହିବ। ଆଜି ଚୈତ୍ର କୃଷ୍ଣ ଦ୍ୱିତୀୟା ତିଥିରେ  ଶ୍ରୀଜିଉଙ୍କ ବନକଲାଗି ନୀତି ଲାଗି ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ରୁ ରାତି ୧୦ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

 

ସମ୍ବନ୍ଧିତ ଖବର