ପୁରୀ: ଆସନ୍ତାକାଲି ମାର୍ଗଶିର-ଶୁକ୍ଳ ଅଷ୍ଟମୀ ତିଥି ବୁଧବାର ଦିନ ଶ୍ରୀ ବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଆପାତତଃ ଅପରାହ୍ନ ଘ.୪ଟାଠାରୁ ରାତି ୮ଟରା ପର୍ଯ୍ୟନ୍ତ ଏହି ନୀତି ଚାଲଇବାକୁ ଥିବାରୁ ଏହି ସମୟରେ ସର୍ବସାଧାରଣଙ୍କ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ବନକଲାଗି, ୪ ଘଣ୍ଟା ବନ୍ଦ ରହିବ ଦର୍ଶନ
/sambad/media/post_attachments/wp-content/uploads/2023/07/Puri-temple.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)