ରାଜ୍ୟ Latest ଆଜି ମୁଖ୍ୟମନ୍ତ୍ରଙ୍କ ଅଧ୍ୟକ୍ଷତାରେ ମନ୍ତ୍ରୀ ପରିଷଦ ବୈଠକ Advertisment June 17, 2022, 06:12 AM IST 17 Jun 2022 06:12 IST Sambad Digital Follow Us Oneindia Tamil ଭୁବନେଶ୍ବର : ରାଜ୍ୟର ନବଗଠିତ ମନ୍ତ୍ରିମଣ୍ଡଳର ପ୍ରଥମ ମନ୍ତ୍ରୀ ପରିଷଦ ବୈଠକ ଆଜି ଅନୁଷ୍ଠିତ ହେବ। ସନ୍ଧ୍ୟା ୬ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ। ବୈଠକର ଏଜେଣ୍ଡା ସମ୍ପର୍କରେ କୌଣସି ସୂଚନା ମିଳିପାରି ନାହିଁ।