ଭୁବନେଶ୍ୱର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ଦ୍ବାରା ପରିଚାଳିତ ଯୁକ୍ତ୨ ବାଣିଜ୍ୟ ବିଭାଗ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇବ। ପୂର୍ବାହ୍ନ ୧୧ଟା ୩୦ରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପରିଷଦ କାର୍ଯ୍ୟାଳୟରେ ପରୀକ୍ଷା ଫଳ ସମ୍ପର୍କରେ ଘୋଷଣା କରିବେ। ଏହାପରେ ଛାତ୍ରଛାତ୍ରୀ ‘www.orissaresults.nic.in
ଆଜି ଯୁକ୍ତ୨ ବାଣିଜ୍ୟ ପରୀକ୍ଷା ଫଳ
/sambad/media/post_attachments/wp-content/uploads/2019/06/CHSE-Odisha-2-Result-Link.jpeg)