ଆଜି ଶ୍ରୀବିଗ୍ରହଙ୍କ ପଇତାଲାଗି ନୀତି, ସନ୍ଧ୍ୟା ୬ରୁ ରାତି ୧୦ଟା ଯାଏ ଦର୍ଶନ ବନ୍ଦ

ପୁରୀରେ ପହଞ୍ଚିଲା ଚତୁର୍ଥ ପର୍ଯ୍ୟାୟ ରଥକାଠ

ପୁରୀ : ସୋମବାର ବୈଶାଖ କୃଷ୍ଣ ଦ୍ବାଦଶୀ ତିଥିରେ ଶ୍ରୀବିଗ୍ରହଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ। ତେଣୁ ଦ୍ବିତୀୟ ଭୋଗମଣ୍ଡପ ପରେ ଆପତତଃ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe