ଭୁବନେଶ୍ବର: ଆସନ୍ତାକାଲି ରାଜ୍ୟ ସରକାର କରିପାରନ୍ତି ବଡ଼ ଘୋଷଣା। ରବିବାର ଦିନ ୧୦ଟାରେ ରାଜ୍ୟର ମୁଖ୍ୟ ଶାସନ ସଚିବ ପ୍ରେସମିଟ୍ କରି ଏହି ଘୋଷଣା କରିବେ। କୋଭିଡ୍ ପରିଚାଳନା ନେଇ ମୁଖ୍ୟ ଶାସନ ସଚିବ କିଛି ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିବେ।
ତେବେ ଏହି ସମୟରେ କେଉଁ ନିଷ୍ପତ୍ତି ନିଆଯିବ, ସେନେଇ ନିର୍ଦ୍ଧିଷ୍ଟ ସୂଚନା ଦିଆଯାଇନାହିଁ । ଏ ସମ୍ବନ୍ଧରେ ରାଜ୍ୟର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/05/covid-medicine-1.jpg)