ବୁଧବାର ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି: ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ବୁଧବାର ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି: ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ: ଆସନ୍ତାକାଲି ବୁଧବାର ପୌଷ କୃଷ୍ଣ ସପ୍ତମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ଣ ୪ଟାରୁ ରାତ୍ର ୮ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe