ଭୁବନେଶ୍ବର : ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ବଜେଟ୍‌ରେ ବିଭିନ୍ନ ବିଭାଗ ପାଇଁ ବ୍ୟୟବରାଦ କରାଯାଇଛି। ଶୁକ୍ରବାର ଦିନ ବିଧାନସଭାରେ ଅର୍ଥ ମନ୍ତ୍ରୀ ଏହି ବଜେଟ୍‌ ଉପସ୍ଥାପନ କରିଥିଲେ। ଏଥିରେ ବିଭିନ୍ନ ବିଭାଗ ପାଇଁ ଅନୁଦାନ ଦିଆଯାଇଛି। ସେଥିମଧ୍ୟରୁ ସବୁଠୁ ଅଧିକ ଅର୍ଥ ୧୦ଟି ବିଭାଗକୁ ମିଳିଛି।

Advertisment

publive-image