ରାସ୍ତାରୁ ହଟିବ ୧୫ ବର୍ଷରୁ ଉର୍ଦ୍ଧ୍ବ ପୁରୁଣା ଗାଡ଼ି: ପରିବହନ ମନ୍ତ୍ରୀ

ଭୁବନେଶ୍ବର: ରାସ୍ତାରୁ ୧୫ ବର୍ଷରୁ ଉର୍ଦ୍ଧ୍ବ ପୁରୁଣା ଗାଡ଼ି ହଟିବ। ଏ ନେଇ ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା। ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ଓଡ଼ିଶାରେ ପୁରୁଣା ଗାଡ଼ିର ଚିହ୍ନଟ ସରିଛି। ପରିବହନ ବିଭାଗ ଏଥିପାଇଁ ପ୍ରକ୍ରିୟା ଆରମ୍ଭ କରି ସାରିଛି। ରାଜ୍ୟରେ ଏବେ ଲକ୍ଷାଧିକ ୧୫ ବର୍ଷର ପୁରୁଣା ଗାଡ଼ି ଅଛି।

କେନ୍ଦ୍ର ସରକାରଙ୍କ ନୂଆ ନିୟମ (ସ୍କ୍ରାପ୍ ପଲିସି) ଓଡ଼ିଶାରେ ଏହାକୁ କାର୍ଯ୍ୟକାରୀ କରାଯିବ ବୋଲି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା କହିଛନ୍ତି।

ସମ୍ବନ୍ଧିତ ଖବର