ସିମୁଳିଆ : ଗତକାଲି ବିଳମ୍ବିତ ରାତିରେ ସିମୁଳିଆ ଥାନା ଗାଁମାର୍କୋଣା ରାସ୍ତାରେ ବାଇକ ଦୁର୍ଘଟଣାରେ ଦୁଇଜଣ ସାଙ୍ଗଙ୍କ ମୃତ୍ୟୁ ଘଟିଛି। ସେମାନେ ଗାଁ’ରେ ହେଉଥିବା ଯାତ୍ରା ଦେଖି ବାଇକ ଯୋଗେ ରାତିରେ ଫେରୁଥିବା ବେଳେ ଭାରସାମ୍ୟ ହରାଇବାରୁ ଏହି ଦୁର୍ଘଟଣା ଘଟିଥିଲା। ମୃତକଙ୍କ ମଧ୍ୟରୁ ଜଣଙ୍କର ଘର ଗାଁମାର୍କୋଣା ଗ୍ରାମରେ ହୋଇଥିବା ବେଳେ ଅନ୍ୟ ଜଣଙ୍କର ଘର ନିମଗଡିଆ ଗାଁ’ରେ ବୋଲି ଜଣାପଡିଛି।
ସିମୁଳିଆ : ଦୁର୍ଘଟଣାରେ ଦୁଇ ସାଙ୍ଗ ମୃତ
/sambad/media/post_attachments/wp-content/uploads/2019/10/accident90-news-first-3.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)