କୁଜଙ୍ଗ: ବଜ୍ରପାତରେ ଜଳିଗଲା ଘର, ୨ ଆହତ

Advertisment
ରାଇରଙ୍ଗପୁର ଆଇଟିଆଇ ପରିସରରେ ବଜ୍ରପାତରେ ଜଣେ ମୃତ

WIFR

କୁଜଙ୍ଗ: ଜଗତସିଂହପୁର ଜିଲ୍ଲା କୁଜଙ୍ଗ ଥାନା ଅନ୍ତଗର୍ତ ବରିହାଡିହା ଗାଁରେ ବଜ୍ରପାତରେ ଦୁଇ ବଖରା ଘର ପୋଡିଯିବା ସହ ୨ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଚିକିତ୍ସା ଲାଗି ମେଡିକାଲରେ ଭର୍ତ୍ତି କରାଯାଇଛି।

ମିଳିଥିବା ସୂଚନାନୁସାରେ ଗତକାଲି ବିଳମ୍ବିତ ରାତିରେ କାଳବୈଶାଖୀ ବର୍ଷା, ପବନ ସହ ବଜ୍ରପାତ ହୋଇଥିଲା। ଏହି ସମୟରେ ହଠାତ୍‌ ବଜ୍ରପାତ ପଡିବାରୁ ଦୁଇବଖରା ଘର ପୋଡିଯିବା ସହ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ଜଣେ ମହିଳା ଥିବା ଜଣାପଡିଛି। ସେମାନଙ୍କୁ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe