ଦୁଇ ବିଧାୟକଙ୍କୁ କରୋନା

Advertisment
ଦୁଇ ବିଧାୟକଙ୍କୁ କରୋନା

ମାଲକାନଗିରି/ପୁରୀ : ମାଲକାନଗିରି ବିଧାୟକ ଆଦିତ୍ୟ ମାଢ଼ି କରୋନା ସଂକ୍ରମିତ ହୋଇଛନ୍ତି। ପ୍ରଥମେ ବିଧାୟକଙ୍କୁ ମାଲକାନଗିରି କୋଭିଡ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କୁ ଭୁବନେଶ୍ବର ସ୍ଥିତ ଏମ୍‌ସକୁ ସ୍ଥାନାନ୍ତର କରାଯାଇଛି। ବର୍ତ୍ତମାନ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ସେହିପରି ପୁରୀର ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ ଏବେ କରୋନା ଆକ୍ରାନ୍ତ ହୋଇଛନ୍ତି। ଏହା ଜଣାପଡ଼ିବା ପରେ ସେ ସଙ୍ଗରୋଧରେ ରହିଛନ୍ତି। ତାଙ୍କ ପରିବାରର ଅନ୍ୟ ତିନି ଜଣ ମଧ୍ୟ କରୋନା ଆକ୍ରାନ୍ତ ହୋଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe