ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ଼ ଉପକାରାଗାରରୁ ୨ବିଚାରାଧୀନ କଏଦୀ ଫେରାର ହେଇଥିବାର ଖବର ମିଳିଛି। ହତ୍ୟା ଅଭିଯୋଗରେ ୨ବର୍ଷ ହେଲା ଜେଲରେ ଥିବା ଦୁଇ ଅଭିଯୁକ୍ତ ଶୋଭାବନ ରଣା ଓ ସୁମିତ ବିହାରୀ କାରାଗାର ପାଚେରୀ ଡେଇଁ ଫେରାର ହୋଇଯାଇଛନ୍ତି।
ଟିଟିଲାଗଡ଼ ଉପକାରାଗାରରୁ ୨ ବିଚାରାଧୀନ କଏଦୀ ଫେରାର
/sambad/media/post_attachments/wp-content/uploads/2024/03/abaeae20-a02c-427d-9a24-26f73967fcbe.jpeg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)