ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କା, ଚାଳକ ମୃତ

Advertisment
ସର୍ପାଘାତରେ ନାବାଳିକା ମୃତ

ଦେବଗଡ: ୪୯ ନମ୍ବର ଜାତୀୟ ରାଜପଥର କଂସର ଦ୍ଵିବାଟି ଛକ ନିକଟରେ ଶନିବାର ରାତିରେ ୨ଟି ଟ୍ରକ ମଧ୍ୟରେ ମୁହାଁମୁଁହି ଧକ୍କା ହୋଇଛି। ଏଥିରେ ଗୋଟିଏ ଟ୍ରକ୍‌ର ଚାଳକଙ୍କ ମୃତ୍ୟୁ ଘଟିଛି। ମୃତ ଚାଳକ ହେଲେ ବିହାର ରାଜ୍ୟର ସତ୍ୟାନନ୍ଦ କୁମାର।

ମିଳିଥିବା ସୂଚନାନୁଯାୟୀ କୁକୁଡ଼ା ଦାନା ନେଇ ଯାଉଥିବା ଟ୍ରକ ସହିତ ବିପରୀତ ଦିଗରୁ ଆସୁଥିବା ଟ୍ରକର ଧକ୍କା ହୋଇଥିଲା। ଫଳରେ ଘଟଣା ସ୍ଥଳରେ ସତ୍ୟାନନ୍ଦଙ୍କ ମୃତ୍ୟୁ ଘଟିଥିଲା। ଅନ୍ୟ ଟ୍ରକର ଡ୍ରାଇଭର ଗୁରୁତର ଆହତ ହୋଇଥିବା ବେଳେ ତାଙ୍କୁ ଦେବଗଡ ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରା ଯାଇଥିଲା। କିନୁ ଅବସ୍ଥା ସଙ୍କାଟାପନ୍ନ ହେବାରୁ ତାଙ୍କୁ ବୁର୍ଲା ସ୍ଥାନାନ୍ତରିତ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe