ଭୁବନେଶ୍ବର : କେନ୍ଦ୍ର ମନ୍ତ୍ରୀ ଉମା ଭାରତୀ ଶୁକ୍ରବାର ଦିନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ସକାଳ ୯ଟାରେ ଭୁବନେଶ୍ବରରେ ପହଞ୍ଚି ସିଧାସଳଖ ପୁରୀ ଯିବେ। ସେଠାରେ ବିଭିନ୍ନ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବେ ବୋଲି ବିଜେପି ମୁଖପାତ୍ର ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି।
ଆଜି ଆସିବେ ଉମା ଭାରତୀ
/sambad/media/post_attachments/wp-content/uploads/2019/03/uma.jpg)
ଭୁବନେଶ୍ବର : କେନ୍ଦ୍ର ମନ୍ତ୍ରୀ ଉମା ଭାରତୀ ଶୁକ୍ରବାର ଦିନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ସକାଳ ୯ଟାରେ ଭୁବନେଶ୍ବରରେ ପହଞ୍ଚି ସିଧାସଳଖ ପୁରୀ ଯିବେ। ସେଠାରେ ବିଭିନ୍ନ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବେ ବୋଲି ବିଜେପି ମୁଖପାତ୍ର ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି।
Join and get latest news updates delivered to you via WhatsApp